Masthead

ସବୁ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରେ: ରାଜକିଶୋର ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମେ’ ୫ରେ ଓଡ଼ିଶା ଆସୁଛନ୍ତି ନୀତିଶ କୁମାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ନେଇ ଚର୍ଚ୍ଚା ହେଉଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ରାଜକିଶୋର ଦାସ । ସେ କହିଛନ୍ତି, ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଭେଟନ୍ତି। ସବୁ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରେ। ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାହା ହିଁ ସମସ୍ତଙ୍କ ପାଇଁ ସର୍ବୋଚ୍ଚ। ସବୁ କଥା ତାଙ୍କ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ଡିଶିଜନ ଉପରେ ନିର୍ଭର କରେ। ଓଡ଼ିଶା ରାଜନୀତି ହେଉ ଅବା ଜାତୀୟ ରାଜନୀତି ତାଙ୍କ ନିଷ୍ପତ୍ତି ଉପରେ ନିର୍ଭର କରେ । ଆମେ ନିଷ୍ପତ୍ତିକୁ ଅପେକ୍ଷା କରିଛୁ। ଯେଉଁ ନିଷ୍ପତ୍ତି ହେବ ତାକୁ ଆମେ ପାଳନ କରିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା