Masthead

ନବୀନ ଓ ବିଜେଡି ନାଁରେ ହିଁ ଭୋଟ: ରାଜକିଶୋର ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଦିଲ୍ଲୀରେ ରାଜ୍ୟ ବିଜେପି ଡେରା ପକାଇବାକୁ ନେଇ କଟାକ୍ଷ କରିଛି ରାଜ୍ୟ ବିଜେଡି । ବିଜେଡି ବିଧାୟକ ରାଜକିଶୋର ଦାସ କହିଛନ୍ତି, ଅନ୍ୟ ରାଜ୍ୟରେ ବିଜେପି ସରକାର ହୋଇପାରେ କିନ୍ତୁ ଓଡ଼ିଶାରେ ନୁହେଁ । ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଆଗରେ କାହାରି ତୁଳନା ନାହିଁ । ଭାରତର ଏକମାତ୍ର ଓ ଆଦର୍ଶ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ । ଆଜି ମଧ୍ୟ ଭାରତରେ ଲୋକେ ଯଦି କେଉଁ ରାଜ୍ୟରେ ଖୁସି ଅଛନ୍ତି ତାହା କେବଳ ଓଡ଼ିଶାରେ। ନବୀନ ପଟ୍ଟନାୟକ ପୁଣି ଥରେ ଷଷ୍ଠ ଥର ପାଇଁ ନିର୍ବାଚନ ଜିତିବେ । ଏଥିରେ ତିଳେମାତ୍ର ଅବକାଶ ନାହିଁ ବୋଲି ମୋରଡା ବିଧାୟକ ରାଜକିଶୋର କହିଛନ୍ତି । ଓଡ଼ିଶାରେ ବିରୋଧୀଙ୍କ ଯୋଜନା ଓ ରଣନୀତି ସବୁ ଫେଲ । ଲୋକେ ୫ଥର ଦେଖିଲେଣି ଆଗକୁ ମଧ୍ୟ ଦେଖିବେ । ନବୀନ ଓ ବିଜେଡି ନାରେ ହିଁ ଭୋଟ ବୋଲି ସେ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା