Masthead

କଂଗ୍ରେସ–ବିଜେଡି ସରକାର ଦେଖିଲେ ଏବେ ଆମକୁ ସୁଯୋଗ ଦିଅନ୍ତୁ: ରାଜନାଥ ସିଂ

ଭବାନୀପାଟଣା (ବଡ଼ ଖବର ବ୍ୟୁରୋ): ଭବାନୀପାଟଣା ସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମ୍ବୋଧନ । କଳାହାଣ୍ଡି ଗରିବୀ ଓ ଦାରିଦ୍ର ପାଇଁ ପରିଚିତ । ପ୍ରତ୍ୟେକ ଅଞ୍ଚଳ ବିକଶିତ ନହେଲେ ବିକଶିତ ଭାରତ ସମ୍ଭବ ନୁହେଁ । ଗରିବୀ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ । କିନ୍ତୁ କଂଗ୍ରେସ ଦ୍ବାରା ଏହା ସମ୍ଭବ ହେଲାନି, ମୋଦି କରି ଦେଖାଇଲେ । ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର । ତିନ୍‌ ତଲାକ୍ ସମାପ୍ତ କରିବାକୁ କହିଥଲୁ, ସମାପ୍ତ କଲୁ । ୫୦ ବର୍ଷ କଂଗ୍ରେସ ସରକାର, ୨୫ ବର୍ଷ ବିଜେଡି ସରକାର ଦେଖିଲ । କଂଗ୍ରେସ ସବୁ ବେଳେ ନକରାତ୍ମକ ରାଜନୀତି କରିଥାଏ । ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି । ବିଜେପି ସରକାର ଆସିଲେ ଆୟୁଷ୍ମାନ କାର୍ଡ ମିଳିବ । ଗରିବ ହେଉ କି ଧନୀ, ସମସ୍ତଙ୍କୁ ଆୟୁଷ୍ମାନ ସୁବିଧା ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ