କଂଗ୍ରେସ–ବିଜେଡି ସରକାର ଦେଖିଲେ ଏବେ ଆମକୁ ସୁଯୋଗ ଦିଅନ୍ତୁ: ରାଜନାଥ ସିଂ

ଭବାନୀପାଟଣା (ବଡ଼ ଖବର ବ୍ୟୁରୋ): ଭବାନୀପାଟଣା ସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମ୍ବୋଧନ । କଳାହାଣ୍ଡି ଗରିବୀ ଓ ଦାରିଦ୍ର ପାଇଁ ପରିଚିତ । ପ୍ରତ୍ୟେକ ଅଞ୍ଚଳ ବିକଶିତ ନହେଲେ ବିକଶିତ ଭାରତ ସମ୍ଭବ ନୁହେଁ । ଗରିବୀ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ । କିନ୍ତୁ କଂଗ୍ରେସ ଦ୍ବାରା ଏହା ସମ୍ଭବ ହେଲାନି, ମୋଦି କରି ଦେଖାଇଲେ । ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର । ତିନ୍‌ ତଲାକ୍ ସମାପ୍ତ କରିବାକୁ କହିଥଲୁ, ସମାପ୍ତ କଲୁ । ୫୦ ବର୍ଷ କଂଗ୍ରେସ ସରକାର, ୨୫ ବର୍ଷ ବିଜେଡି ସରକାର ଦେଖିଲ । କଂଗ୍ରେସ ସବୁ ବେଳେ ନକରାତ୍ମକ ରାଜନୀତି କରିଥାଏ । ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି । ବିଜେପି ସରକାର ଆସିଲେ ଆୟୁଷ୍ମାନ କାର୍ଡ ମିଳିବ । ଗରିବ ହେଉ କି ଧନୀ, ସମସ୍ତଙ୍କୁ ଆୟୁଷ୍ମାନ ସୁବିଧା ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’