Masthead

କାଲି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ । ସଂସଦୀୟ କ୍ଷେତ୍ରର ପ୍ରସ୍ତୁତି ଓ ରଣନୀତି ନେଇ ୩ଟି ସ୍ଥାନରେ ଅନୁଷ୍ଠିତ କୋରକମିଟି ବୈଠକରେ ହେବେ ସାମିଲ। ଗଞ୍ଜାମ, ନବରଙ୍ଗପୁର ଏବଂ ମୟୁରଭଞ୍ଜରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେବେ ରାଜନାଥ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତାକୁ କିଭଳି ଲୋକଙ୍କ ପାଖକୁ ପହଞ୍ଚାଯିବ ସେ ସମ୍ପର୍କରେ ଦଳୀୟ ନେତାଙ୍କୁ ସୂଚନା ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା