Masthead

ସୁସ୍ଥ ହେଲେ ଶ୍ରୀଜିଉ, ଆଜି ରାଜପ୍ରାସାଦ ବିଜେ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦ୍ଵାଦଶୀ ତିଥି । ଅଣସରର ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ। ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମଧ୍ୟ ମହାପ୍ରଭୁଙ୍କୁ ଲାଗି କରାଯାଇଥିଲା। ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜିଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ