Masthead

ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ । ୧୫ ତାରିଖ ଯାଏଁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ୨୦ ଫେବ୍ରୁଆରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ । ୨୭ ତାରିଖ ସକାଳ ୯ଟାରୁ ୪ଟା ଭୋଟ୍‌, ୫ଟାରୁ ଗଣତି ଆରମ୍ଭ । ଆସନ୍ତା ୧୫ ତାରିଖ ଯାଏଁ ହେବ ନାମାଙ୍କନ ଦାଖଲ । ଓଡିଶାର ୩ଟି ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସ ପାଇଁ ନିର୍ବାଚନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ