Masthead

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର  ବ୍ୟୁରୋ): ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ୧୬ରେ ହେବ ଯାଞ୍ଚ । ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯିବ । ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସରିବ ।

୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ