Masthead

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର  ବ୍ୟୁରୋ): ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ୧୬ରେ ହେବ ଯାଞ୍ଚ । ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯିବ । ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସରିବ ।

୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା