Masthead

ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ । ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।

ଖାଲିପଡ଼ିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। ତେବେ ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏହାସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା