Masthead

ଯେଉଁ ବ୍ୟକ୍ତିଙ୍କ ସହ ଭୁଲ କରାଯିବ ଆମେ ତାଙ୍କ ସହ ଠିଆ ହେବୁ: ରାକେଶ ଟିକାୟତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ରକୁ ଟାର୍ଗେଟ କଲେ ଚାଷୀ ନେତା ରାକେଶ ଟିକାୟତ । ମଙ୍ଗଳବାର ହରିଆଣାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରି ସେ କହିଛନ୍ତି, ରାହୁଲ ଗାନ୍ଧିଙ୍କ ସଦସ୍ୟତା ରଦ୍ଦ କରି ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଦେଶରେ ଗଣତନ୍ତ୍ର ଏବେ ବିପଦରେ। ଯେତେବେଳେ ସରକାର ଭେଦଭାବମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି, ସେତେବେଳେ ସମସ୍ତ ବିରୋଧୀ ଦଳ ଏକଜୁଟ ହେବା ଉଚିତ୍‌।

ସବୁ ଦଳକୁ ହଟାଇବା ପାଇଁ ଧୀରେ ଧୀରେ ଉଦ୍ୟମ କରାଯାଉଛି। ରାହୁଲ ଗାନ୍ଧି ମାମଲାରେ ପରୋକ୍ଷରେ ସୂଚନା ଦେଇ ଟିକାୟତ କହିଛନ୍ତି , ଯେଉଁ ବ୍ୟକ୍ତିଙ୍କ ସହ ଭୁଲ କରାଯିବ ଆମେ ତାଙ୍କ ସହ ଠିଆ ହେବୁ। ଦେଶର ଗଣତନ୍ତ୍ର ବିପଦରେ ଥିବାରୁ ସମସ୍ତ ଦଳ ଏକାଠି ହୋଇ କିଷାନ ମୋର୍ଚ୍ଚା ଭଳି ମିଳିତ ରାଜନୈତିକ ସାମ୍ମୁଖ୍ୟ ଗଠନ କରିବା ଉଚିତ୍‌ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା