Masthead

ବାଇଡେନଙ୍କୁ ଟ୍ୟାଗ କରି ଟ୍ୱିଟ କଲେ ରାକେଶ ଟିକାୟତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସାରା ଦେଶରେ କେନ୍ଦ୍ର ସରକାରଙ୍କର ନୂତନ କୃଷି ଆଇନ ବିରୋଧରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଏନେଇ ବାରମ୍ବାର କୃଷକମାନେ ଆନ୍ଦୋଳନ କରୁଥିବା ସତ୍ତେ୍ୱ କୌଣସି ନିଷ୍କର୍ସ ବାହାରି ପାରୁନାହିଁ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବା କଥା ସାମ୍ନାକୁ ଆସିବା ପରେ କୃଷକ ନେତା ବଡ଼ ପଦକ୍ଷେପ ନେଇଛନ୍ତି ।

ଚାଷୀ ଆନ୍ଦେଳନକୁ ସାରା ବିଶ୍ୱକୁ ଜଣାଇବା ପାଇଁ ରାକେଶ ଟିକାୟତ ବାଇଡେନଙ୍କୁ ଟ୍ୟାଗ କରି ଗୋଟିଏ ଟ୍ୱିଟ କରିଛନ୍ତି । ଏଥିରେ ବାଇଡେନଙ୍କୁ ମୋଦିଙ୍କ ସହ ଚାଷୀ ଆନ୍ଦୋଳନ ସମ୍ପର୍କରେ ଆଲୋଚନା କରିବାକୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି