Masthead

ମୋଦି ଓ ଯୋଗୀଙ୍କୁ ରାକେଶ ଟିକାୟତଙ୍କ ଚେତାବନୀ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ସରକାର ଓ ଚଷୀଙ୍କ ମଧ୍ୟରେ ବିଦ୍ରୋହ ଲାଗି ରହିଛି । ତିନି କୃଷି ଆଇନକୁ ବିରୋଧ କରି ଚାଷୀ ଓ ନେତା ଉଭୟ କେନ୍ଦ୍ରସରକାରଙ୍କ ବିରୋଧରେ ଲଢେଇ ଜାରି ରଖିଛନ୍ତି । ଏପଟେ ଆଗକୁ ୟୁପି ବିଧାନସଭା ନିର୍ବାଚନ ରହିଛି । ଏହାକୁ ଲକ୍ଷ ରଖି ପଶ୍ଚିମବଙ୍ଗ ମୁଜାଫରନଗରରେ ଆଜି ଚଷୀମାନେ ମହା ପଞ୍ଚାୟତ କରିଥିଲେ । ଏହି ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ନାରା ଦେଇଥିଲେ । ଚାଷୀଙ୍କ ସମେତ ବହୁ ଚାଷୀ ସଂଗଠନର ନେତା ସେଠାରେ ଉପସ୍ତିତ ଥିଲେ ।

ଏପଟେ ରାକେଶ ଟିକାଏତ ଚାଷୀ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ଚେତାବନୀ ଦେଇଥିଲେ । ସେ କୃଷି ଆଇନ ସମେତ ବେରୋଜଗାରୀ,ଘରୋଇକରଣ ପ୍ରସଙ୍ଗ ଉପରେ ଆଲୋଚନା କରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ । କେବଳ ଏତିକି ନୁହେଁ ଦେଶରେ ବଢୁଥିବା ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ ମଧ୍ୟ କେନ୍ଦ୍ରସରକାରଙ୍କୁ ଟାର୍ଗେଟ କରିଥିଲେ ।ସେ କହିଛନ୍ତି ଯେ ଦେଶରେ ସରକାର ରେଳ,ତେଲ ଓ ବିମାନବନ୍ଦର ବିକ୍ରି କରିସାରିଲାଣି । ତେବେ ସରକାରଙ୍କୁ ଏ ଅଧିକାର କିଏ ଦେଇଛି କହି ରାକେଶ ଟିକାୟତ ପ୍ରଶ୍ନ କରିଛନ୍ତି । ଏହି ଆନ୍ଦୋଳନ ଆଗାମୀ ଦିନରେ ଜାରି ରହିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି