Masthead

ପ୍ରଧାନମନ୍ତ୍ରୀଙ୍କ ପାଇଁ ରାକ୍ଷୀ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ମୋଦୀଙ୍କ ପାଇଁ ଓଡ଼ିଶାରୁ ପଠାଗଲା ରାକ୍ଷୀ। ରାକ୍ଷୀ ପଠାଇଲେ ମୟୂରଭଞ୍ଜର ମହିଳା। ରାଇରଙ୍ଗପୁରରେ ସହରରେ ଥିବା ବିଭିନ୍ନ ଛାତ୍ରଛାତ୍ରୀଙ୍କ ପକ୍ଷରୁ ମଧ୍ୟ ରାକ୍ଷୀ ପଠାଯାଇଛି। ଡାକ ଯୋଗେ ନୂଆଦିଲ୍ଲୀକୁ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଏହାକୁ ପଠାଯାଇଛି। ଏଥିପାଇଁ ପ୍ରୋଟେକଟିଭ୍ ରାକ୍ଷୀ କଭରର ମଧ୍ୟ ବ୍ୟବହାର କରାଯାଇଛି।

ଓଡ଼ିଶାର ଗର୍ବ ତଥା ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ଏବେ ଦେଶର ରାଷ୍ଟ୍ରପତି। ମୟୂରଭଞ୍ଜ ମାଟିର ଆଦିବାସୀ ମହିଳାଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଧିଷ୍ଠିତ କରାଇବାରେ ମୋଦୀଙ୍କ ଅବଦାନ ରହିଛି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇ ଜିଲ୍ଲାର ଛାତ୍ରଛାତ୍ର ଓ ମହିଳା ରାକ୍ଷୀ ପଠାଇଛନ୍ତି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି