Masthead

ଶ୍ରୀମନ୍ଦିରରେ ରାମ ନବମୀ

ପୁରୀ (ବଡ଼ ଖବର ବ୍ୟୁରୋ): ଚୈତ୍ରମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ଶ୍ରୀରାମ ନବମୀ ଅନୁଷ୍ଠିତ ହୋଇଥାଏ । ବୁଧବାର ଦିନ ଶ୍ରୀ ରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ସ୍ୱତନ୍ତ୍ର ଦେବଵିଧି ପାଳନ ହୋଇଥିଲା ।

ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୪ଘଣ୍ଟା ବନ୍ଦ ରହିଥିଲା । ମଧ୍ୟାହ୍ନଧୁପ ପରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁଙ୍କ ଶ୍ରୀମନ୍ଦିରରେ ପବିତ୍ର ରାମଜୟନ୍ତୀ ଅତ୍ୟନ୍ତ ନିଷ୍ଠାର ସହ ପାଳିତ ହୋଇଛି । ରାମ ନବମୀ ନିମନ୍ତେ ଷ୍ଟେସନ ନିକଟ ଶ୍ରୀ ରାମ ମନ୍ଦିରରେ ମଧ୍ୟ ଶ୍ରୀ ରାମ ଜନ୍ମନୀତି ଵିଧି ବିଧାନ ସହ ଅନୁଷ୍ଠିତ ହୋଇଛି । ମନ୍ଦିରରେ ବିବିର୍ଣ୍ଣ ନୀତିକାନ୍ତି ସହ ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା । ଭକ୍ତମାନେ ଅତ୍ୟନ୍ତ ନିଷ୍ଠାର ସହ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । କୋଭିଡ କଟକଣା ଅନୁଯାଇ ସମସ୍ତ ପୂଜାବିଧି ଯଥାରୀତି ଭାବେ ଅନୁଷ୍ଠିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ