ଶ୍ରୀମନ୍ଦିରରେ ରାମ ନବମୀ

ପୁରୀ (ବଡ଼ ଖବର ବ୍ୟୁରୋ): ଚୈତ୍ରମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ଶ୍ରୀରାମ ନବମୀ ଅନୁଷ୍ଠିତ ହୋଇଥାଏ । ବୁଧବାର ଦିନ ଶ୍ରୀ ରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ସ୍ୱତନ୍ତ୍ର ଦେବଵିଧି ପାଳନ ହୋଇଥିଲା ।

ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୪ଘଣ୍ଟା ବନ୍ଦ ରହିଥିଲା । ମଧ୍ୟାହ୍ନଧୁପ ପରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁଙ୍କ ଶ୍ରୀମନ୍ଦିରରେ ପବିତ୍ର ରାମଜୟନ୍ତୀ ଅତ୍ୟନ୍ତ ନିଷ୍ଠାର ସହ ପାଳିତ ହୋଇଛି । ରାମ ନବମୀ ନିମନ୍ତେ ଷ୍ଟେସନ ନିକଟ ଶ୍ରୀ ରାମ ମନ୍ଦିରରେ ମଧ୍ୟ ଶ୍ରୀ ରାମ ଜନ୍ମନୀତି ଵିଧି ବିଧାନ ସହ ଅନୁଷ୍ଠିତ ହୋଇଛି । ମନ୍ଦିରରେ ବିବିର୍ଣ୍ଣ ନୀତିକାନ୍ତି ସହ ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା । ଭକ୍ତମାନେ ଅତ୍ୟନ୍ତ ନିଷ୍ଠାର ସହ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । କୋଭିଡ କଟକଣା ଅନୁଯାଇ ସମସ୍ତ ପୂଜାବିଧି ଯଥାରୀତି ଭାବେ ଅନୁଷ୍ଠିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ