Masthead

ରାମଲାଲା ଆସୁଛନ୍ତି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ପୂରଣ ହେବ ୫୦୦ ବର୍ଷର ସ୍ୱପ୍ନ । ଆଉ ମାତ୍ର କିଛି ସମୟକୁ ଅପେକ୍ଷା । ବିରାଜିବେ ରାମଲାଲା । ୫୦୦ ବର୍ଷାଧିକ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି । ଅଯୋଧ୍ୟାର ରାମମନ୍ଦିରରେ ବିରାଜିବେ ଭଗବାନ ରାମଲାଲା । ରାମମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା । ପ୍ରାଣପ୍ରତିଷ୍ଠା ସମାରୋହ ଲାଗି ଚଳଚଞ୍ଚଳ ସମଗ୍ର ଦେଶ । ରଙ୍ଗବେରଙ୍ଗ ଫୁଲରେ ଝଲସୁଛି ରାମଲାଲାଙ୍କ ଭବ୍ୟ ନିବାସ । ପ୍ରାଣପ୍ରତିଷ୍ଠା ସମାରୋହର ମୁଖ୍ୟ ଯଜମାନ ହେବେ ପ୍ରଧାନମନ୍ତ୍ରୀ ମୋଦି ।

ସକାଳ ସାଢେ ୫ଟାରୁ ମନ୍ଦିର ଖୋଲାଯାଇଥିବା ବେଳେ ୮ଟାରୁ ବିଭିନ୍ନ ପୂଜାପାଠ, ରୀତିନୀତି ଆରମ୍ଭ ହେବ । ସକାଳ ୧୦ଟାରୁ ଆରମ୍ଭ ହେବ ମଙ୍ଗଳଧ୍ୱନୀ । ଦୁଇ ଘଣ୍ଟା ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟର ୫୦ରୁ ଅଧିକ ମନୋରମ ବାଦ୍ୟଯନ୍ତ୍ରରେ କମ୍ପିବ ମନ୍ଦିର ପରିସର । ୧୦ଟା ୩୦ ସୁଦ୍ଧା ଅତିଥିମାନେ ମନ୍ଦିରରେ ପ୍ରବେଶ କରିବେ । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ରାମମୟ ହୋଇପଡିଛି ପୁରା ଅଯୋଧ୍ୟା । ୨ହଜାର କ୍ୱିଣ୍ଟାଲ ଫୁଲରେ ସଜେଇ ହୋଇଛି ଅଯୋଧ୍ୟା ସହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ