Masthead

ରାମ ମନ୍ଦିର ନିର୍ମାଣ ପାଇଁ ଚାଲିଛି ପ୍ରସ୍ତୁତି : କାଲି ହେବ ରିପୋର୍ଟ ଦାଖଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି ପ୍ରକ୍ରିୟା । ଶ୍ରୀରାମ ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନ୍ରିପେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅଯୋଧ୍ୟାରେ ଥିବା ଶ୍ରୀରାମ ମନ୍ଦିର ପାଇଁ ଭିତ୍ତିଭୂମି ଡିଜାଇନ ସମୀକ୍ଷା ଏବଂ ସୁପାରିଶ କରିବା ପାଇଁ ସଂପୃକ୍ତ ଅଞ୍ଚଳର ଇଞ୍ଜିନିୟରମାନଙ୍କର ଏକ ଉପ-କମିଟି ଗଠନ କରାଯାଇଛି।

ରାମ ମନ୍ଦିର ନିର୍ମାଣ ପାଇଁ ପ୍ରସ୍ତୁତ ଏହି କମିଟିରେ ଦେଶର ସର୍ବୋଚ୍ଚ ଇଞ୍ଜିନିୟରମାନଙ୍କୁ ରଖାଯାଇଛି। ଏହି କମିଟି ୧୫ ଡିସେମ୍ବରରେ ମନ୍ଦିର ନିର୍ମାଣ ସମ୍ପର୍କରେ ରିପୋର୍ଟ ଦାଖଲ କର। ଏହି କମିଟିର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ଜିଓଟେକ୍ନିକାଲ୍ ପରାମର୍ଶକୁ ଦୃଷ୍ଟିରେ ରଖି ମନ୍ଦିର ନିର୍ମାଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ