Masthead

ଅଭିଜିତ ମୁହୂର୍ତ୍ତରେ ହେଲା ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା

ଉତ୍ତର ପ୍ରଦେଶ (ବଡ଼ ଖବର ବ୍ୟୁରୋ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଅଯୋଧ୍ୟାରେ ସରିଲା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା। ଅଭିଜିତ ମୁହୂର୍ତ୍ତରେ ହେଲା ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା । ପ୍ରାଣପ୍ରତିଷ୍ଠା ପରେ ରାମଲାଲାଙ୍କୁ ପୁଷ୍ପାଞ୍ଜଳୀ ଦେଲେ ମୋଦି। ବୈଦିକ ମନ୍ତ୍ର ଉଚ୍ଚାରଣ ପରେ ପ୍ରାଣପ୍ରତିଷ୍ଠା ସମ୍ପନ୍ନ। ଦିବ୍ୟ କାର୍ଯ୍ୟକ୍ରମରେ ସାମିଲ ହେବା ସୌଭାଗ୍ୟର କଥା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ଅଲୌକିକ କ୍ଷଣ ଭାବବିଭୋର କରିଦେଉଛି ବୋଲି କହିଲେ ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା