Masthead

ବିଜେପି ଛାଡ଼ିଲେ ସତ୍ୟବାଦୀ ପୂର୍ବତନ ବିଧାୟକ ରମା ବଳିୟାରସିଂହ

ସତ୍ୟବାଦୀ(ବଡ଼ ଖବର ବ୍ୟୁରୋ): ବିଜେପି ଛାଡିଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିୟାରସିଂହ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ଟିକେଟ ନ ମିଳିବା ଯୋଗୁ ସେ ଅସନ୍ତୁଷ୍ଟ ଥିଲେ। ତାଙ୍କ କୌଣସି ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଦେଖିବାକୁ ମିଳୁ ନ ଥିଲା । ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ବିଜେପି ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳର ଲୋକଙ୍କୁ ଅଣଦେଖା କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ