Masthead

ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ସମର୍ଥନ କଲେ ରାମଦାସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ସାରା ଦେଶରେ ଚର୍ଚ୍ଚା ଧରିଛି । ଏହା ମଧ୍ୟରେ କେନ୍ଦ୍ର ସାମଜିକ ନ୍ୟାୟ ମନ୍ତ୍ରୀ ରାମଦାସ ଆଠୱାଲେ ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ସମର୍ଥନ ଜଣାଇଛନ୍ତି । ତେବେ ଦେଶର ବିକାଶ ପାଇଁ ବଢୁଥିବା ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ଆବଶ୍ୟକ ବୋଲି ରାମଦାସ କହିଛନ୍ତି । କେବଳ ଏତିକି ନୁହେଁ ବରଂ ହିନ୍ଦୁ ହେଉ କି ମୁସଲମାନ ହେଉ ଏହି ନୀତିକୁ ସମର୍ଥନ ଜଣାଇବା ଆବଶ୍ୟକ ।

ଏହା ସହ ଆମେ ଯଦି ଏକ ପରିବାର ଓ ଏକ ସନ୍ତାନ ନୀତି ଆପଣାଇବା ତାହାଲେ ଦେଶର ବିକାଶ ଖୁବଶୀଘ୍ର ହୋଇପାରିବ । ହେଲେ ବର୍ତ୍ତମାନ ଦେଶରେ ଆମେ ଦୁଇ ଓ ଆମର ଦୁଇ ନୀତି କାର୍ଯ୍ୟକାରୀ କରାଯାଉଛି । ତେଣୁ ଭାରତର ବିକାଶ ପାଇଁ ଏହି ଆଇନକୁ ସମର୍ଥନ କରୁଛି ବୋଲି ରାମଦାସ ଆଠୱାଲେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି