Masthead

ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ହେଲେ ରମେଶ ବୈସ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ବଦଳିଲେ ଦେଶର ୧୨ ରାଜ୍ୟପାଳ । ଝାଡଖଣ୍ଡ, ଆସାମ, ହିମାଚଳପ୍ରଦେଶ, ମଣିପୁର, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଅରୁଣାଚଳପ୍ରଦେଶ, ସିକିମ, ଛତିଶଗଡ଼, ନାଗାଲାଣ୍ଡ, ବିହାର, ମହାରାଷ୍ଟ୍ର ରାଜ୍ୟପାଳ ଓ ଲଦାଖ ରାଜ୍ୟପାଳଙ୍କ ଇସ୍ତଫା ଗୃହିତ ।ମହାରାଷ୍ଟ୍ରରେ ବିଧାନସଭା ର୍ନିବାଚନର କିଛି ମାସ ପୂର୍ବରୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ରମେଶ ବୈସଙ୍କୁ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୨୦୧୯ରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭଗତ ସିଂ କୋଶିୟାରୀ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ। ଏହାପୂର୍ବରୁ ସେ ନୈନିତାଲ ଏମ୍‌ପି ମଧ୍ୟ ରହିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ରାଜ୍ୟପାଳ ସି ରବି ଶଙ୍କରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍