Masthead

ବଲିଉଡ୍ ଅଭିନେତା ରଣବୀର କପୁରଙ୍କୁ ସମନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ ଅଭିନେତା ରଣବୀର କପୁରଙ୍କୁ ସମନ । ବେଟିଂ ଆପ୍ ସ୍କାମ ମାମଲାରେ ଇଡିର ସମନ । ମହାଦେବ ଗେମିଙ୍ଗ ବେଟିଂ ମାମଲାରେ ରଣବୀର କପୁରଙ୍କୁ ଏହି ସମନ ଜାରି କରିଛି ଇଡି । ଆସନ୍ତା ୬ ଅକ୍ଟୋବରରେ ଇଡି ଅଫିସରେ ହାଜର ହେବାକୁ ରଣବୀରଙ୍କୁ ନୋଟିସ ଜାରି କରାଯାଇଛି । କେବଳ ରଣବୀର କପୁର ନୁହନ୍ତି ବରଂ ଏହି ତାଲିକାରେ ୧୫ରୁ ୨୦ ଜଣ ସେଲିବ୍ରିଟି ରହିଛନ୍ତି, ଯେଉଁମାନେ ଇଡି ରାଡାରରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା