Masthead

ଓଡ଼ିଶା ଆସୁଛନ୍ତି ରଣଦୀପ ସୂର୍ଯେବାଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ରଣଦୀପ ସୂର୍ଯେବାଲା । କଂଗ୍ରେସ ସାଧାରଣ ସଂପାଦକ ହେଉଛିନ୍ତି ରଣଦୀପ । ଓଡ଼ିଶା ଆସି ଦଳର ସାଙ୍ଗଠାନିକ କାର୍ଯ୍ୟରେ ଯୋଗଦେବେ । ଏହା ସହ ମମିତାଙ୍କ ଘରକୁ ଯିବା ସମ୍ଭାବନା ରହିଛି । ତାଙ୍କ ସାଥୀରେ ରହିବେ ପ୍ରଭାରୀ ଚେଲା କୁମାର । ୨୮ରୁ ୪ ଦିନିଆ ଗସ୍ତରେ ଆସିବେ ରଣଦୀପ । ମମିତା ପ୍ରସଙ୍ଗକୁ ଜୋରଦାର କରିବ କଂଗ୍ରେସ । ପ୍ରଭାରି ଓ ପିସିସି ସଭାପତି ମମିତା ଘରକୁ ଯିବେ । ରଣଦୀପ ବି ମମିତାଙ୍କ ପରିବାରକୁ ଭେଟିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ