Masthead

ଓଡ଼ିଶା ଆସୁଛନ୍ତି ରଣଦୀପ ସୂର୍ଯେବାଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ରଣଦୀପ ସୂର୍ଯେବାଲା । କଂଗ୍ରେସ ସାଧାରଣ ସଂପାଦକ ହେଉଛିନ୍ତି ରଣଦୀପ । ଓଡ଼ିଶା ଆସି ଦଳର ସାଙ୍ଗଠାନିକ କାର୍ଯ୍ୟରେ ଯୋଗଦେବେ । ଏହା ସହ ମମିତାଙ୍କ ଘରକୁ ଯିବା ସମ୍ଭାବନା ରହିଛି । ତାଙ୍କ ସାଥୀରେ ରହିବେ ପ୍ରଭାରୀ ଚେଲା କୁମାର । ୨୮ରୁ ୪ ଦିନିଆ ଗସ୍ତରେ ଆସିବେ ରଣଦୀପ । ମମିତା ପ୍ରସଙ୍ଗକୁ ଜୋରଦାର କରିବ କଂଗ୍ରେସ । ପ୍ରଭାରି ଓ ପିସିସି ସଭାପତି ମମିତା ଘରକୁ ଯିବେ । ରଣଦୀପ ବି ମମିତାଙ୍କ ପରିବାରକୁ ଭେଟିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି