Masthead

କଚାଡ଼ି ମାରିଲା ହାତୀ, ରେଞ୍ଜରକୁ ପିଟିଲେ ଉତ୍ତ୍ୟକ୍ତ ଲୋକେ

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜର ଜକେଇ କଲା ଗାଁର ପଂଚାୟତ ସାହି ନିକଟ ରୁଗୁଡ଼ି ସାହିରେ ହାତୀ ଆତଙ୍କ । ଗାଁର ଧରଣୀ ଧର ପାତ୍ର ଘରୁ ବାହାରି ଶୌଚ ପାଇ ଯାଉ ଥିବା ବେଳେ ଏକ ଦନ୍ତା ହାତୀ ଆକ୍ରମଣ କରିଥିଲା । ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ୧୫ ଦିନ ୪ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି । ଡାକ୍ତରଖାନାରେ ବନ ବିଭାଗ ରେଞ୍ଜର ପହଞ୍ଚି ଥିବା ବେଳେ ରେଞ୍ଜରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଲୋକେ । ତୁରନ୍ତ ହାତୀକୁ ଅନ୍ୟତ୍ର ନେବା ଏବଂ କ୍ଷତି ପୂରଣ ଦାବି କରି ଡିଏଫଓ ସରକାରୀ ଭବନକୁ ଘେରାଉ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ