କଚାଡ଼ି ମାରିଲା ହାତୀ, ରେଞ୍ଜରକୁ ପିଟିଲେ ଉତ୍ତ୍ୟକ୍ତ ଲୋକେ

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜର ଜକେଇ କଲା ଗାଁର ପଂଚାୟତ ସାହି ନିକଟ ରୁଗୁଡ଼ି ସାହିରେ ହାତୀ ଆତଙ୍କ । ଗାଁର ଧରଣୀ ଧର ପାତ୍ର ଘରୁ ବାହାରି ଶୌଚ ପାଇ ଯାଉ ଥିବା ବେଳେ ଏକ ଦନ୍ତା ହାତୀ ଆକ୍ରମଣ କରିଥିଲା । ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ୧୫ ଦିନ ୪ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି । ଡାକ୍ତରଖାନାରେ ବନ ବିଭାଗ ରେଞ୍ଜର ପହଞ୍ଚି ଥିବା ବେଳେ ରେଞ୍ଜରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଲୋକେ । ତୁରନ୍ତ ହାତୀକୁ ଅନ୍ୟତ୍ର ନେବା ଏବଂ କ୍ଷତି ପୂରଣ ଦାବି କରି ଡିଏଫଓ ସରକାରୀ ଭବନକୁ ଘେରାଉ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ