Masthead

ଅଭିଯୁକ୍ତ ଗିରଫ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଗତ ମଙ୍ଗଳବାର ଅପରାହ୍ନ ଜଗତସିଂହପୁର ପୌରାଞ୍ଚଳସ୍ଥିତ ହାଟ ବଜ଼ାର ବଙ୍ଗାଳି ସାହି ର ଜଣେ ଭିନ୍ନକ୍ଷମ ନାବାଳିକାକୁ ଦୁଷ୍କର୍ମ କରାଯାଇଛି । ଏନେଇ ଜଗତସିଂହପୁର ଥାନାରେ ଏକ ଅଭିଯୋଗ ହୋଇଛି । ଅଭିଯୁକ୍ତଙ୍କ ନାମ ଗୁରୁପଦ ମାନ୍ନା। ଜଗତସିଂହପୁର କତୃପକ୍ଷ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଏହା ଜଗତସିଂହପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ