Masthead

ଝିଆରୀ ସହ ଦୁଷ୍କର୍ମ

ରାଇରଙ୍ଗପୁର, (ବଡ଼ ଖବର ବ୍ୟୁରୋ): କିଛିକ୍ଷଣର ସୁଖ ଲାଗି ମଣିଷ ପାଲଟି ଯାଉଛି ପଶୁ । ଦେହର ସୁଖ ଆଗରେ ସମ୍ପର୍କ ମୂଲ୍ୟହୀନ । ସମ୍ପକୀୟ ନାବାଳିକା ଝିଆରୀକୁ ଦୁଷ୍କର୍ମ କରି ଦାଦା ଗିରଫ । ମୟୁରଭଞ୍ଜ ଜିଲ୍ଲା ଜାମଦା ଅଞ୍ଚଳରୁ ଆସିଛି ଏଭଳି ଲଜ୍ଜାଜନକ ଖବର । ଝିଆରୀକୁ ୫ବର୍ଷ ବୟସରୁ ଧମକ ଦେଇ ଦୁଷ୍କର୍ମ କରୁଥିଲା ଦାଦା । ଏନେଇ ଅଭିଯୋଗ କରିବା ପରେ ଅଭିଯୁକ୍ତକୁ ବାନ୍ଧି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଅର୍ଜୁନ କଳାହ । ସମ୍ପର୍କୀୟ ଝିଆରିକୁ ବିଭିନ୍ନ ପ୍ରଲୋଭନ ଓ ଧମକାଇ ଦୀର୍ଘବର୍ଷ ହେବ ଦୁଷ୍କର୍ମ କରୁଥିଲା ଅର୍ଜୁନ । ଅଭିଯୁକ୍ତକୁ କଠୋର ଦଣ୍ଡ ଦିଆଯାଉ ବୋଲି ପିଡିତାଙ୍କ ପରିବାର ପକ୍ଷରୁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ