Masthead

ବିରଳ ଶିଶୁ ପୁତ୍ର ଜନ୍ମ

ଜଗନ୍ନାଥପ୍ରସାଦ (ବଡ଼ ଖବର ବ୍ୟୁରୋ): ଜଗନ୍ନାଥପ୍ରସାଦ ରେ ବିରଳ ଶିଶୁ ପୁତ୍ର ଜନ୍ମ । ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆଜି ସକାଳୁ ଏକ ବିରଳ ଶିଶୁ ପୁତ୍ର ଜନ୍ମ ନେଇଛି । ଶିଶୁ ଟି ଖାଦ୍ୟ ଖାଉଥିବା ଓ କାନ୍ଦୁ ଥିଲେ ମଧ୍ୟ୍ୟ ଶିଶୁ ଟିର ସମ୍ପୂର୍ଣ ଶରୀର ଫାଟି ଯିବା ସହ ଶିଶୁ ଟିର ଆଖି ଏକ ରକ୍ତ ମାଂସ ପିଣ୍ଡୁଳା ପରି ଦେଖାଯାଉଛି । ଡା. ଶ୍ରୀତମ ସୌରତ ସାହୁ ଙ୍କ କହିବା ଅନୁଯାଇ ଏମିତି ଶିଶୁ ଜନ୍ମ ହେବା ଏକ ବିରଳ । ଏହି ପରି ଶିଶୁ ଜନ୍ମ ହେବାର କାରଣ ପ୍ରାୟତଃ ବଂଶଗତ ଶୂକ୍ରାଣୁ ସମସ୍ୟା ରୁ ହେଇଥାଏ । ଏହିପରି ଶିଶୁ ଅଧିକ ଦିନ ବଞ୍ଚନ୍ତି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି