Masthead

ବିରଳ ବଜ୍ରକାପ୍ତା ଉଦ୍ଧାର

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଔପଦା ଥାନା ଦାରିପୋଖରୀ ଗାଁ ନିକଟରେ ଥିବା ପିଡ଼ାକଟା କେନାଲ ନିକଟରୁ ଉଦ୍ଧାର ହୋଇଛି ବିରଳ ପ୍ରଜାତିର ବଜ୍ରକାପ୍ତା । ଶୁକ୍ରବାର ରାତିରେ କେନାଲ ପାଣିରେ ଚାଲୁଥିବାର ସ୍ଥାନୟୀ ଲୋକେ ଦେଖିଥିଲେ । ସଙ୍ଗେ ସଙ୍ଗେ ଚାନ୍ଦିପୁର ପରେଷ୍ଟ ଗାର୍ଡ଼ ପ୍ରଦୀପ ରାଉତଙ୍କୁ ଖବର ଦେଇଥିଲେ । ଖବର ପାଇ ଶ୍ରୀ ରାଉତ ସେଠାରେ ପହଞ୍ଚି ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ । ବାଲେଶ୍ୱର ଡିଏଫଓଙ୍କ ନିର୍ଦ୍ଦେଶକ୍ରମେ ସୋର ୱାଇଲଡ୍ ଲାଇଫ ରେଞ୍ଜ କର୍ମଚାରୀଙ୍କୁ ହସ୍ତାନ୍ତର କରିଛନ୍ତି । ଉଦ୍ଧାର ହୋଇଥିବା ବଜ୍ରକାପ୍ତାର ଓଜନ ଚାରି କିଲୋରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ