Masthead

ପାହାଳରେ ପାଳିତ ହେଲା ରସଗୋଲା ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ହେଉଛି ରସଗୋଲା ଦିବସ। ନୀଳାଦ୍ରି ବିଜେବେଳେ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ କାଳିଆ ସାଆନ୍ତ। ସେଥିପାଇଁ ଆଜିର ଦିନକୁ ଓଡ଼ିଆମାନେ ରସଗୋଲା ଦିବସ ଭାବେ ମଧ୍ୟ ପାଳନ କରୁଛନ୍ତି। ଏହି ଅବସରରେ ପାହାଳ ଠାରେ ମଧ୍ୟ ପାଳିତ ହେଉଛି ବିଶ୍ୱ ରସଗୋଲା ଦିବସ ।

୨୦୧୫ରୁ ପାହାଳ ଠାରେ ଆରମ୍ଭ ହୋଇଥିଲା ବିଶ୍ୱ ରସଗୋଲା ଦିବସ । ଆଜକୁ ୯ ବର୍ଷ ଧରି ପାଳନ ହୋଇ ଆସୁଥିବା ଏହି ରସଗୋଲା ଦିବସରେ ପରସ୍ପର ପରସ୍ପରକୁ ରସଗୋଲା ଖୁଆଇବା ସହିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ୟ୍ୟକ୍ରମ କରାଯାଏା ଏଠାରେ ରାଜନେତାଙ୍କ ଠାରୁ ସମାଜସେବୀ ରସଗୋଲା ପ୍ରେମୀ ଭାଗ ନେଇ ଏହି ଦିବସର ମଜା ନିଅନ୍ତିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ