Masthead

ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ବରୀ ପାଣିଗ୍ରାହୀ । ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ । ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଲେ । ଦଳର ସୁପ୍ରିମୋ ନବୀନଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର । ସମ୍ବଲପୁରରୁ ଟିକେଟ ଆଶାୟୀ ଥିଲେ ରାସେଶ୍ବରୀ ।

୨୦୨୪ରେ ରାସେଶ୍ୱରୀ ଟିକେଟ ଆଶାୟୀ ଥିଲେ ମଧ୍ୟ ଦଳ ଏଠାରେ ପ୍ରଥମେ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ପ୍ରାର୍ଥୀ କରିଥିଲା । ପରେ ପ୍ରାର୍ଥୀ ପରିବର୍ତ୍ତନ କରି ରୋହିତ ପୂଜାରୀଙ୍କୁ ଦଳ ପ୍ରାର୍ଥୀ କରିଥିଲା । ଯାହାକୁ ନେଇ ରାସେଶ୍ୱରୀଙ୍କ ସମର୍ଥକ ଅସନ୍ତୁଷ୍ଟ ଥିଲେ । ଏପରିକି ରାସେଶ୍ୱରୀଙ୍କୁ ଟିକେଟ ଦେବା ନେଇ ଦଳୀୟ ସୁପ୍ରିମୋ ପୁନଃବିଚାର କରିବା ଆବଶ୍ୟକ ବୋଲି କହିଥିଲେ । କିନ୍ତୁ ପ୍ରାର୍ଥୀ ପରିବର୍ତ୍ତନ ନେଇ କୌଣସି ସଂକେତ ନ ମିଳିବାରୁ ରାସେଶ୍ୱରୀ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ