Masthead

ରସିକିଆ ଗଣିତ ମାଷ୍ଟର

କଟକ (ବଡ଼ ଖବର ବ୍ୟୁରୋ): ରସିକିଆ ଗଣିତ ମାଷ୍ଟର । ଗଣିତ ଶିକ୍ଷକଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ । ବନ୍ଧା ହେଲେ ଶିକ୍ଷକ । କଟକର ଏକ ଘରୋଇ ସ୍କୁଲରେ ଗଣିତ ଶିକ୍ଷକଙ୍କ ବିରୋଧରେ ଆସିଛି ଏଭଳି ଅଭିଯୋଗ । ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ହୋଟେଲ ଡାକି ଭିଏସଟି ଏକ୍ସାମ୍ ନାଁରେ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

ଏନେଇ ମଧୁପାଟଣା ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ପରେ ଗଣିତ ଶିକ୍ଷକଙ୍କୁ ଗିରଫ କରିଛି ପୋଲିସ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

 


 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି