Masthead

ରସିକିଆ ପୋଲିସ ବାବୁ

ଭୁବନ (ବଡ଼ ଖବର ବ୍ୟୁରୋ): ରସିକିଆ ପୋଲିସ ବାବୁ । ବାବୁଙ୍କ ରାସଲୀଳାର ଭିଡିଓ ହେଲା ଭାଇରାଲ । ସ୍ତ୍ରୀ ହାବୁଡରେ ପ୍ରେମିକା ସହିତ ଧରାପଡି ହଟହଟା ହେଲେ ରସିକିଆ ପୋଲିସ ବାବୁ । ଢେଙ୍କାନାଳ ଜିଲ୍ଲା ଭୁବନ ନୀଳକଣ୍ଠପୁର ଛକରେ ଏହି ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି । ଢେଙ୍କାନାଳ ଜିଲ୍ଲାର ବିବାହିତା ପୋଲିସ ଅଧିକାରୀ ବିନୟ ସାହୁ ତାଙ୍କର ପ୍ରେମିକା ସହିତ ଭୁବନ ଅଞ୍ଚଳରେ ବୁଲୁଥିବାର ଖବର ପାଇ ସ୍ତ୍ରୀ ଏବଂ ପୁଅ ସେମାନଙ୍କୁ ଧରି ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଭୁବନ ଥାନା ଅଧିକାରୀ ସେମାନଙ୍କୁ ଭୁବନ ଥାନାକୁ ନେଇ ଆପୋଷ ବୁଝାମଣା କରି ଛାଡି ଦେଇଛନ୍ତି । ଏଏସଆଇ ବିନୟ ସାହୁ ଢେଙ୍କାନାଳ ଜିଲ୍ଲା ନିହଲପ୍ରଶାଦ ଥାନାରୁ ରାସୋଳ ଥାନାକୁ ଟ୍ରାନ୍ସଫର ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ