Masthead

ରସିକିଆ ପୋଲିସ ଅଫିସର ଗିରଫ

ଭବାନୀପାଟଣା(ବଡ଼ ଖବର ବ୍ୟୁରୋ): ରସିକିଆ ପୋଲିସ ଅଧିକାରୀ ପୋଲିସ ପଞ୍ଝାରେ । ମାଲକାନଗିରି  ଡିଏସପି ଭାବେ କାର୍ଯ୍ୟ କରୁଥିବା ଅକ୍ଷୟ ନାୟକଙ୍କୁ କଳାହାଣ୍ଡି ଜିଲ୍ଲା ପୋଲିସ ଅଟକ ରଖିଛି । ଜଣେ ବିବାହିତା ମହିଳା କନେଷ୍ଟବଳଙ୍କୁ ପ୍ରେମ କରୁଥିଲେ ଡିଏସପି ଅକ୍ଷୟ । ପରେ ତାଙ୍କୁ ପ୍ରତାରଣା ଓ ବ୍ଲାକମେଲିଂ କରୁଥିବା ଅଭିଯୋଗ ହୋଇ ଆସୁଥିଲା । ପୀଡ଼ିତା ମହିଳା କନେଷ୍ଟବଳ କେସିଙ୍ଗା ଥାନାରେ ମାମଲା ରୁଜୁ କରିଥିଲେ । ଏହି ଅଭିଯୋଗ ଆଧାରରେ କେସିଙ୍ଗା ପୋଲିସ ଅକ୍ଷୟଙ୍କୁ ଅଟକ ରଖି ପଚରାଉଚରା କରୁଛି । ପୂର୍ବରୁ ଅକ୍ଷୟ ନାୟକ କେସିଙ୍ଗାରେ ଏସଡିପିଓ ଭାବେ କାର୍ଯ୍ୟ କରୁଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ