Masthead

ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ): ଆଉ ଦିନ କେଇଟା ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସେଥିଲାଗି ଜୋରସୋରରେ ଲାଗି ପଡ଼ିଛି ପ୍ରଶାସନ । ରଥଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ରଥ ଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ତତ୍ପର ହୋଇ ଉଠିଛି ପ୍ରଶାସନ ଓ ପୁଲିସ୍‌। ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ।

ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା