Masthead

ରଥ ନିର୍ମାଣ ପାଇଁ ଚଳଚଞ୍ଚଳ ରଥଖଳା

ପୁରୀ (ବଡ଼ ଖବର ବ୍ୟୁରୋ): ଚଳଚଞ୍ଚଳ ରଥଖଳା । ଗତକାଲି ବିଶ୍ୱକର୍ମା ମହାରଣା ଲୁହାର କୁରାଢ଼ୀର ସ୍ପର୍ଶ ଦେଇ ଅନୁକୂଳ କରିଥିଲେ ରଥ ନିର୍ମାଣ କାର୍ଯ୍ୟ । ପରେ ରଥଖଳାରେ ତୁମ୍ଭ କାର୍ଯ୍ୟ ଆରମ୍ଭ ପାଇଁ ମାପ ସହ ଖୋଦେଇ କରିଥିଲେ । ଆଜି ସକାଳୁ ସେହି ମାପରେ ଆରମ୍ଭ ହୋଇଛି ତୁମ୍ବ ହଣା କାର୍ଯ୍ୟ । କରତିଆ ସେବକମାନେ ତୁମ୍ବ ହଣା କାର୍ଯ୍ୟ ଆରମ୍ଭ କରିଛନ୍ତି ।

ରଥ ସଂହିତା ଅନୁସାରେ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଆରମ୍ଭ ଓ ଭଉଁରୀ ଦିନ ତିନି ରଥର ଅଖ ଚକ ସଂଯୋଗ ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ସ୍ନାନ ପୂର୍ଣ୍ଣିମା ଦିନ ତିନି ରଥର ୪ ନାହାକା ଉଠିବା ପରମ୍ପରା ରହିଛି । ସେପଟେ ରଥ ଖଳାରେ ବାହାର ଲୋକ ନପଶିବା ପାଇଁ କଟକଣା କରାଯାଇଛି । ସିସିଟିଭି ଲଗାଯାଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା