Masthead

ଆଜି ହେବ ମହାପ୍ରଭୁଙ୍କ ଆଡ଼ପ ବିଜେ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରରୁ ବାହାରି ଶରଧାବାଲିରେ ପହଞ୍ଚିଛି ତିନି ରଥ । ଆଜି ହେବ ମହାପ୍ରଭୁଙ୍କ ଆଡ଼ପ ବିଜେ । ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପ(ଜନ୍ମବେଦୀ)କୁ ବିଜେ କରିବେ। ମଙ୍ଗଳବାର ଦିନ ରଥଟଣାରେ ବିଳମ୍ବ ଯୋଗୁ ଦୁଇରଥ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ସନ୍ଧ୍ୟା ପୂର୍ବରୁ ପହଞ୍ଚି ପାରି ନଥିଲେ।

ବଡ଼ଠାକୁରଙ୍କ ରଥ ଶରଧାବାଲିରେ ପହଞ୍ଚିଥିଲେ ବି ରାତି ଯୋଗୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବଳଗଣ୍ଡି ଛକ ମାଉସୀ ମା’ଙ୍କ ମନ୍ଦିର ପାଖରେ ଏବଂ ଦେବୀ ସୁଭଦ୍ରାଙ୍କ ରଥ ବଡ଼ଶଙ୍ଖଠାରେ ଅଟକି ରହିଥିଲେ। ବୁଧବାର ସକାଳୁ ରଥ ଉପରେ ମଙ୍ଗଳ ଆଳତି ପରେ ସକାଳ ରଥଟଣା ଆରମ୍ଭ ହୋଇଥିଲା। ସେପଟେ ଏବେ ବି ଲୋକାରଣ୍ୟ ବଡ଼ଦାଣ୍ଡ । ଚତୁର୍ଦ୍ଧାମୂର୍ତ୍ତିକୁ ରଥରେ ଦେଖି ଭାବବିହ୍ୱଳ ହେଉଛନ୍ତି ଭକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା