Masthead

ରତ୍ନଭଣ୍ଡାର ପ୍ରସଙ୍ଗ, ହାଇକୋର୍ଟରେ ସତ୍ୟପାଠ ଦାଖଲ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ହାଇକୋର୍ଟରେ ସତ୍ୟପାଠ ଦାଖଲ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି । ଶେଷଥର ପାଇଁ ୧୯୭୮ରେ ରତ୍ନଭଣ୍ଡାର ଖୋଲାଯାଇଥିଲା । ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାରଗୁଡ଼ିକ ହିସାବ କରାଯାଇଥିଲା । ପ୍ରାୟ ଦେଢ଼ କ୍ବିଣ୍ଟାଲ ସୁନା ଓ ୧୮୪ କିଲୋ ରୁପା ରହିଥିବା ଉଲ୍ଲେଖ କରାଯାଇଛି ।

ଭିତର ରତ୍ନଭଣ୍ଡାରର ଅଳଙ୍କାର କେବେ ବି ବ୍ୟବହାର ହୁଏ ନାହିଁ । ଭିତର ରତ୍ନଭଣ୍ଡାରରେ ୫୦ କେଜି ୬୦୦ ଗ୍ରାମ ସୁନା ଅଳଙ୍କାର ରହିଛି । ଭିତର ରତ୍ନଭଣ୍ଡାରରେ ୧୩୪ କେଜି ୫୦ ଗ୍ରାମ ରୁପା ଅଳଙ୍କାର ରହିଛି । ବାହାର ରତ୍ନଭଣ୍ଡାରରେ ୯୫ କେଜି ୩୨୦ ଗ୍ରାମ ସୁନା ଅଳଙ୍କାର ରହିଛି । ବାହାର ରତ୍ନଭଣ୍ଡାରରେ ୧୯ କେଜି ୪୮୦ ଗ୍ରାମ ରୁପା ଅଳଙ୍କାର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା