‘୨୪ରେ ଖୋଲିବ ରତ୍ନଭଣ୍ଡାର!’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବାକୁ ନେଇ ସ୍ପଷ୍ଟ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କହିଛନ୍ତି ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତ ସ୍ପଷ୍ଟ। ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି। ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବା ପରେ ବିଭିନ୍ନ ଦିଗକୁ ଯାଞ୍ଚ କରାଯିବ।

ଯେଉଁ ଏସଓପି ସୁପାରିଶ ଆସିବ ତାକୁ ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରାଯିବ ବୋଲି କହିଛନ୍ତି ପୃଥ୍ୱୀରାଜ । ସେ ଆହୁରି ମଧ୍ୟ କହିଛନ୍ତି ନୀତିକାନ୍ତି ସହ ଖାପ ଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତି ହେବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖ ପ୍ରାୟତ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’