Masthead

ଜାଣନ୍ତୁ…କେଉଁ ଥିରେ ତିଆରି ହୋଇଛି ସିନ୍ଦୁକ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୋଲିବ ରତ୍ନଭଣ୍ଡାର । ବଢୁଛି ଉକ୍ରଣ୍ଠା । ଜଗତ ଜାଣିବ ଜଗନ୍ନାଥଙ୍କ ସମ୍ପତ୍ତି । ପାଖେଇ ଆସିଲା ଐତିହାସିକ ମୁହୂର୍ତ୍ତ । ମଣିମାଙ୍କ ରତ୍ନ ଭଣ୍ଡାରରେ ହେବ ପ୍ରବେଶ । ୪୬ ବର୍ଷ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ସେପଟେ ରତ୍ନଭଣ୍ଡାର ଅଳଙ୍କାର ରଖିବା ପାଇଁ ଆସିଲା ସିନ୍ଦୁକ । ସ୍ୱତନ୍ତ୍ର ବରାଦରେ ତିଆରି ହୋଇଥିବା ୬ ସିନ୍ଦୁକ ପହଞ୍ଚିଲା ।

୬ଟି ସିନ୍ଦୁକ ଟ୍ରକରେ ଲଦି ପହଞ୍ଚିଲେ ଭୁବନେଶ୍ୱରର ଜନୈକ ବ୍ୟକ୍ତି । ପ୍ରଶାସନ ପକ୍ଷରୁ ୧୫ଟି ସିନ୍ଦୁକ ବରାଦ କରାଯାଇଥିବା କହିଲେ । ୨୦ କାରିଗରଙ୍କ ୪୮ ଘଣ୍ଟାର ପରିଶ୍ରମରେ ୬ଟି ତିଆରି ହୋଇଛି । ଆଉ ୯ଟି ସିନ୍ଦୁକ ତିଆରି କାମ ଚାଲିଛି । ଖୁବ୍‌ ଶୀଘ୍ର ପହଞ୍ଚିବ । ଶାଗୁଆନ କାଠରେ ତିଆରି ସିନ୍ଦୁକରେ ପିତଳ ଛାଉଣୀ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା