Masthead

ଜାଣନ୍ତୁ…କେଉଁ ଥିରେ ତିଆରି ହୋଇଛି ସିନ୍ଦୁକ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୋଲିବ ରତ୍ନଭଣ୍ଡାର । ବଢୁଛି ଉକ୍ରଣ୍ଠା । ଜଗତ ଜାଣିବ ଜଗନ୍ନାଥଙ୍କ ସମ୍ପତ୍ତି । ପାଖେଇ ଆସିଲା ଐତିହାସିକ ମୁହୂର୍ତ୍ତ । ମଣିମାଙ୍କ ରତ୍ନ ଭଣ୍ଡାରରେ ହେବ ପ୍ରବେଶ । ୪୬ ବର୍ଷ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ସେପଟେ ରତ୍ନଭଣ୍ଡାର ଅଳଙ୍କାର ରଖିବା ପାଇଁ ଆସିଲା ସିନ୍ଦୁକ । ସ୍ୱତନ୍ତ୍ର ବରାଦରେ ତିଆରି ହୋଇଥିବା ୬ ସିନ୍ଦୁକ ପହଞ୍ଚିଲା ।

୬ଟି ସିନ୍ଦୁକ ଟ୍ରକରେ ଲଦି ପହଞ୍ଚିଲେ ଭୁବନେଶ୍ୱରର ଜନୈକ ବ୍ୟକ୍ତି । ପ୍ରଶାସନ ପକ୍ଷରୁ ୧୫ଟି ସିନ୍ଦୁକ ବରାଦ କରାଯାଇଥିବା କହିଲେ । ୨୦ କାରିଗରଙ୍କ ୪୮ ଘଣ୍ଟାର ପରିଶ୍ରମରେ ୬ଟି ତିଆରି ହୋଇଛି । ଆଉ ୯ଟି ସିନ୍ଦୁକ ତିଆରି କାମ ଚାଲିଛି । ଖୁବ୍‌ ଶୀଘ୍ର ପହଞ୍ଚିବ । ଶାଗୁଆନ କାଠରେ ତିଆରି ସିନ୍ଦୁକରେ ପିତଳ ଛାଉଣୀ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ