Masthead

ରତ୍ନଭଣ୍ଡାର ମାମଲା, ୪ ପ୍ରତିପକ୍ଷଙ୍କୁୁ ନୋଟିସ କଲେ ହାଇକୋର୍ଟ

କଟକ (ବଡ଼ ଖବର ବ୍ୟୁରୋ)ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ମାମଲାର ହୋଇଛି ଶୁଣାଣି । ଜବାବ ରଖିବା ପାଇଁ ପ୍ରତିପକ୍ଷ ୪ଜଣଙ୍କୁ ନୋଟିସ କଲେ ଉଚ୍ଚନ୍ୟାୟାଳୟ । ଶ୍ରୀ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସନଙ୍କୁ ନୋଟିସ । ଏଏସ୍ଆଇ ଡ଼ିଜି, ଏଏସ୍ଆଇ ଅଧୀକ୍ଷକଙ୍କୁ ନୋଟିସ । ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆଧାରରେ ନୋଟିସ ।

ଅଗଷ୍ଟ ୭ରେ ମାମଲାର ପରବର୍ତ୍ତି ଶୁଣାଣି ପାଇଁ ଦିନ ଧାର୍ଯ୍ୟ କାଯୋଇଛି । ରତ୍ନଭଣ୍ଡାର ଖୋଲିବା ଓ ଚାବି ହଜିବା ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ନିକଟରେ ଫେରାଦ ହୋଇଥିଲେ ସମୀର । ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଉ ।

କାର୍ୟ୍ୟରତ ବିଚାରପତିଙ୍କ ତତ୍ତ୍ୱାବଧାନରେ ରତ୍ନଭଣ୍ଡାର ଖୋଲି ସବିଶେଷ ତାଲିକା ପ୍ରସ୍ତୁତ କରାଯାଉ ଏହା ସହିତ ରତ୍ନଭଣ୍ଡାର ଚାବି କିପରି ହଜିଲା ସିବିଆଇ ତଦନ୍ତ ଦାବି କରିଛନ୍ତି । ସମୀର ମହାନ୍ତିଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ୟ୍ୟ ପରିଚାଳନା କରୁଛନ୍ତି ।ନିକଟରେ ଏହି ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଥିଲେ, ହାଇକୋର୍ଟ ଯାହା ନିର୍ଦ୍ଦେଶ ଦେବେ ରାଜ୍ୟ ସରକାର ବିଚାର ବିମର୍ଶ କରି ପଦକ୍ଷେପ ନେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି