Masthead

ଖୋଲିବ ରତ୍ନଭଣ୍ଡାର, ଲେଜର ସ୍କାନିଂ ଦ୍ୱାରା କରାଯିବ ଯାଞ୍ଚ

ପୁରୀ(ବଡ଼ ଖବର ବ୍ୟୁରୋ):  ଆସନ୍ତାବର୍ଷ ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର । ରଥଯାତ୍ରା ସମୟରେ ଖୋଲାଯିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଠନ ହେବ ବୈଷୟିକ କମିଟି ।ଲେଜର ସ୍କାନିଂ ଦ୍ୱାରା କରାଯିବ ଯାଞ୍ଚ। ଏହା ସହ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରାଯିବ । ଶ୍ରୀ ମନ୍ଦିର ପରିଚାଳନା କମିଟି ବୈଠକରେ ଏ ନେଇ ସୁପାରିଶ କରାଯାଇଛି ।ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ।

ଯାଞ୍ଚ ବେଳେ ପରିଚାଳନା କମିଟି ସଦସ୍ୟ ଓ  ଏସଆର ସଦସ୍ୟ ଉପସ୍ଥିତ ରହିବେ । ଏହାଛଡା ଅବସରପ୍ରାପ୍ତ ବିଚାରପତି ମଧ୍ୟ ଏହି କମିଟିରେ ରହିବେ । ଦୀର୍ଘ ଦିନ ହେବ ରତ୍ନଭଣ୍ଡାର ଖୋଲିବା ନେଇ ଦାବି ଉଠୁଥିଲା ।ବିଭିନ୍ନ ସଙ୍ଗଠନ ସମେତ ଜଗନ୍ନାଥପ୍ରେମୀ ମଧ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ଦାବି ଉଠୁଥିଲା । ବିଭିନ୍ନ ସଙ୍ଗଠନ ସମେତ ଜଗନ୍ନାଥପ୍ରେମୀ ମଧ୍ୟ ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଥିଲେ । ଆଉ ଏନେଇ ଆଜି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା