Masthead

ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ: ଜିଲ୍ଲାପାଳ

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ବସିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ପ୍ରଶାସନ କାର୍ଯ୍ୟାଳୟରେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକ ।ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ । ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ ।

ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଡାକ୍ତର ସି.ବି.କେ ମହାନ୍ତି ଯିବେ । ଏନେଇ ସୂଚନା ଦେଲେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ସେପଟେ ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ କହିଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 କାଠୁଆରେ ବାଦଲ ଫଟା ବର୍ଷା! 🔴 ପାକିସ୍ତାନରେ ବନ୍ୟାର ବୀଭିଷିକା, ମୃତ୍ୟୁ ସଂଖ୍ୟା ୩ଶହ ପାର୍ 🔴 ୨୦ ତାରିଖ ଯାଏଁ ପ୍ରବଳ ବର୍ଷା! 🔴 ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 କାଠୁଆରେ ବାଦଲ ଫଟା ବର୍ଷା! 🔴 ପାକିସ୍ତାନରେ ବନ୍ୟାର ବୀଭିଷିକା, ମୃତ୍ୟୁ ସଂଖ୍ୟା ୩ଶହ ପାର୍ 🔴 ୨୦ ତାରିଖ ଯାଏଁ ପ୍ରବଳ ବର୍ଷା! 🔴 ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ