Masthead

ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ: ଜିଲ୍ଲାପାଳ

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ବସିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ପ୍ରଶାସନ କାର୍ଯ୍ୟାଳୟରେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକ ।ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ । ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ ।

ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଡାକ୍ତର ସି.ବି.କେ ମହାନ୍ତି ଯିବେ । ଏନେଇ ସୂଚନା ଦେଲେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ସେପଟେ ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ କହିଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି