Masthead

ଖୋଲିବ ରତ୍ନଭଣ୍ଡାର, ଲେଜର ସ୍କାନିଂ ଦ୍ୱାରା କରାଯିବ ଯାଞ୍ଚ

ପୁରୀ(ବଡ଼ ଖବର ବ୍ୟୁରୋ):  ଆସନ୍ତାବର୍ଷ ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର । ରଥଯାତ୍ରା ସମୟରେ ଖୋଲାଯିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଠନ ହେବ ବୈଷୟିକ କମିଟି ।ଲେଜର ସ୍କାନିଂ ଦ୍ୱାରା କରାଯିବ ଯାଞ୍ଚ। ଏହା ସହ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରାଯିବ । ଶ୍ରୀ ମନ୍ଦିର ପରିଚାଳନା କମିଟି ବୈଠକରେ ଏ ନେଇ ସୁପାରିଶ କରାଯାଇଛି ।ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ।

ଯାଞ୍ଚ ବେଳେ ପରିଚାଳନା କମିଟି ସଦସ୍ୟ ଓ  ଏସଆର ସଦସ୍ୟ ଉପସ୍ଥିତ ରହିବେ । ଏହାଛଡା ଅବସରପ୍ରାପ୍ତ ବିଚାରପତି ମଧ୍ୟ ଏହି କମିଟିରେ ରହିବେ । ଦୀର୍ଘ ଦିନ ହେବ ରତ୍ନଭଣ୍ଡାର ଖୋଲିବା ନେଇ ଦାବି ଉଠୁଥିଲା ।ବିଭିନ୍ନ ସଙ୍ଗଠନ ସମେତ ଜଗନ୍ନାଥପ୍ରେମୀ ମଧ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ଦାବି ଉଠୁଥିଲା । ବିଭିନ୍ନ ସଙ୍ଗଠନ ସମେତ ଜଗନ୍ନାଥପ୍ରେମୀ ମଧ୍ୟ ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଥିଲେ । ଆଉ ଏନେଇ ଆଜି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ