Masthead

‘ଆଉ ଥରେ ଭିତର ରତ୍ନଭଣ୍ଡାର ଯାଞ୍ଚ ହେବ’

ପୁରୀ (ବଡ଼ ଖବର ବ୍ୟୁରୋ): ଶେଷ ହୋଇଛି ରତ୍ନଭଣ୍ଡାର କମିଟିର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକ ପରେ ଯାଞ୍ଚ କମିଟି ଅଧ୍ୟକ୍ଷଙ୍କ ପ୍ରତିକ୍ରିୟା । କହିଛନ୍ତି ଆଉ ଥରେ ଭିତର ରତ୍ନଭଣ୍ଡାର ଯାଞ୍ଚ ହେବ । ପୁଣି ରତ୍ନଭଣ୍ଡାର ଯାଞ୍ଚ ପାଇଁ ସରକାର ଏସଓପି ଆଣିବେ । ରତ୍ନଭଣ୍ଡାରରେ ଗୁପ୍ତ ସମ୍ପତ୍ତି ଅଛି କି ନାହିଁ ଖୋଜିବୁ ବୋଲି କହିଛନ୍ତି ଜଷ୍ଟିସ ରଥ । ସେ ଆହୁରି ମଧ୍ୟ କହିଛନ୍ତି ଗୁପ୍ତ ସମ୍ପତ୍ତି ଠାବ ପାଇଁ ଆଧୁନିକ ଜ୍ଞାନକୌଶଳ ବ୍ୟବହାର ହେବ । ଆଲମିରା ଖାଲି ହେଲେ ଗୁପ୍ତ ସମ୍ପତ୍ତି ଅଛି କି ନାହିଁ ଖୋଜିବୁ । ମନ୍ଦିର ପ୍ରଶାସନ ଖାଲି ସିନ୍ଦୁକ ପାଇଁ ରୁମ୍‌ ବାଛିବେ ।

ଖାଲି ସିନ୍ଦୁକ ଓ ଆଲମିରାକୁ ନିର୍ଦ୍ଧାରିତ ରୁମ୍‌ରେ ରଖାଯିବ । ମରାମତି ସରିଲେ ଅଳଙ୍କାର ଗଣତି ଓ ମଣତି କରାଯିବ । ନେଇ ଏଏସଆଇ ଟେକ୍ନିକାଲ କମିଟି ମେମ୍ବର୍ସ ସରକାରଙ୍କ ସହ ଆଲୋଚନା କରିବା ପରେ କାମକୁ ତ୍ୱରାନ୍ୱିତ କରାଯିବ । ତେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ସମସ୍ତ ଉପାଦେୟ ତଥ୍ୟା ସମୟ କ୍ରମେ ପ୍ରକାଶ କରାଯିବ । ଏନେଇ କୌଣସି ସନ୍ଦେହଜନକ ଖବର ପ୍ରସାରଣ ନକରିବାକୁ ଗଣମାଧ୍ୟମକୁ ଅପିଲ କରିଛନ୍ତି ଜଷ୍ଟିସ୍ ବିଶ୍ୱନାଥ ରଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି