Masthead

ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାବ ରତ୍ନଭଣ୍ଡାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥଙ୍କ ସୂଚନା । ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ଜଷ୍ଟିସ ରଥଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ । ଭିତର ଭଣ୍ଡାର ତାଲା ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତରଣ ହେବ ।

ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତର ହେବ । ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି କହିଛନ୍ତି ଜଷ୍ଟିସ ରଥ । ସେ ଆହୁରି ମଧ୍ୟ କହିଛନ୍ତି ଅସ୍ଥାୟୀ ରତ୍ନଭଣ୍ଡାର ‘ଖଟଶେଯ ଘର’କୁ ସ୍ଥାନାନ୍ତରଣ କରାଯିବ । ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲା ସିଲ୍‌ କରାଯିବ । ତାଲାକୁ ଜଉମୁଦ ସିଲ୍‌ କରାଯାଇ ଚାବି ଟ୍ରେଜେରୀରେ ରଖାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା